ଉପନିର୍ବାଚନ ପାଇଁ ତତ୍ପର ପ୍ରଶାସନ, ନୂଆପଡ଼ା ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରା ବିଭିନ୍ନ ବୁଥ ପରିଦର୍ଶନ
ନୂଆପଡା: ୧୪/୧୦ (ମଳୟ ମେହେର) ଆସନ୍ତା ନୂଆପଡା ବିଧାନସଭା ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ଣ୍ଣ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ ପ୍ରକ୍ରିୟା ସୁଚାରୁ...