- ମେଦ୍ୱିତୀୟ ସପ୍ତାହ ସୁଦ୍ଧାମାଟ୍ରିକ୍_ରେଜଲ୍ଟ
- ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ
- ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନା
- ‘ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ମିଳିବ ସାର୍ଟିଫିକେଟ୍’
- ‘ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ’
- ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା- ବୋର୍ଡ ସଭାପତି