- ଘରୋଇସ୍କୁଲ୍ ମନମାନୀକଲେ କାର୍ଯ୍ୟାନୁଷ୍ଠାନ !
- ଘରୋଇ ସ୍କୁଲ୍ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ
- ଏପରି ଚେତାବନୀ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
- ସବୁ ଘରୋଇ ସ୍କୁଲ୍ ସରକାରୀ ନିୟମ ମାନିବା ଜରୁରୀ
- ଭିନ୍ନ ଭିନ୍ନ ପବ୍ଲିକେସନ୍ ପୁସ୍ତକ ପଢ଼ାଯାଉଥିବା ନେଇ ରଖିଲେ ମତ
- ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ
- ଯଦି କୌଣସି ସ୍କୁଲ୍ ବିରୋଧରେ ଅଭିଯୋଗ ଆସିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ