Header-News-Banner

ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ନବରଙ୍ଗପୁର ଠାରେ ଜିଳ୍ଲା ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।

0
IMG-20260303-WA0217

ନବରଙ୍ଗପୁର ତା ୩.୩.୨୦୨୬: ଆଜି ନବରଙ୍ଗପୁର ପୌର ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ଵାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ ଙ୍କ ଯୁଗ୍ମ ଅଧ୍ଯକ୍ଷତାରେ ଏକ ଜନ ଶୁଣାଣି ଅନୁ ଷ୍ଠି ତ ହୋଇଯାଇଛି। ଶିବିରରେ ମୁଖ୍ୟ ଉନ୍ନୟନ ଅଧୁକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରଓ୍ବାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୫୫ଜଣ

କରିଥିଲେ। ସେଥିମଧ୍ୟରୁ ୪୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୯ଟି ଆ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରି

ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ।୦୪ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।

ଗୋବିନ୍ଦ ତ୍ରିପାଠୀ, ନବରଙ୍ଗପୁର

Spread the love

Leave a Reply

Your email address will not be published. Required fields are marked *