- ଏପ୍ରିଲ୨୭ ରୁଖରା_ଛୁଟି
- ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ
- ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା
- ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
- ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
- ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ
- ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ ଅଫିସ୍ କାମ ଜାରି ରହିବ