- ଘୂର୍ଣ୍ଣିଝଡ଼ ତାଣ୍ଡବ: #ଭାଙ୍ଗିଲା ୭୦ଘର ୧୦_ଆହତ
- ବାରିପଦା: କରଞ୍ଜିଆ କିଆ ଗାଁରେ ଘୂର୍ଣ୍ଣିଝଡ଼ ତାଣ୍ଡବ
- ହଠାତ୍ ପବନରେ ଉଡ଼ିଲା ଖପର ଘର; ୭୦ରୁ ଊର୍ଦ୍ଧ୍ବ ଘର କ୍ଷତିଗ୍ରସ୍ତ
- ୧୦ରୁ ଊର୍ଦ୍ଧ୍ବ ଆହତ, ଜଣଙ୍କ ଅବସ୍ଥା ସଙ୍କଟାପନ୍ନ
- ଭୟଙ୍କର ପବନରେ ଉପୁଡ଼ିଲା ବିଦ୍ୟୁତ ଖୁଣ୍ଟ ଓ ବଡ଼ ବଡ଼ ଗଛ
- ରାସ୍ତାରେ ଯାଉଥିବା ଗାଡ଼ିଗୁଡ଼ିକୁ ବି ପବନରେ ଫିଙ୍ଗି ହୋଇ ପଡ଼ିଲା
- ପବନରେ ଉଡ଼ି ଏକ ଅଟୋ ପୋଖରୀରେ ପଡ଼ିଥିବା ସୂଚନା