Header-News-Banner

ମାର୍ଚ୍ଚ ୫ରେ ଫକୀରମୋହନ ବିଶ୍ବବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ‘ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ–୨୦୨୬’

0
236bafd9-10cf-4baa-9846-d03ab3e88742

ନୀଳଗିରି,:୨୬/୨୬(ନୀଳଗିରି) ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଆସନ୍ତା ମାର୍ଚ୍ଚ ୫ ତାରିଖ ୨୦୨୬ ରେ ବାଲେଶ୍ୱର ଜିଲ୍ଲା ସ୍ତରୀୟ ‘ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ–୨୦୨୬’ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମଟି ବିଶ୍ୱବିଦ୍ୟାଳୟର ସମ୍ମାନନୀୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହେବ।ଏହି ୟୁଥ ପାର୍ଲାମେଣ୍ଟରେ ‘ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ: ଭାରତୀୟ ଗଣତନ୍ତ୍ର ପାଇଁ ଶିକ୍ଷା’ ଶୀର୍ଷକରେ ବତ୍କୃତା ପ୍ରତିଯୋଗିତା ଆୟୋଜିତ ହେବ। ପ୍ରତିଯୋଗୀମାନେ ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ଭାଷାରେ ନିଜ ବକ୍ତୃତା ପ୍ରଦାନ କରିପାରିବେ। ବାଲେଶ୍ୱର ଜିଲ୍ଲାର ୧୮ରୁ ୨୫ ବର୍ଷ ବୟସ୍କ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଯୁବବର୍ଗ ମାନେ ‘ମାଇଁ ଭାରତ’ ପୋର୍ଟାଲ ମାଧ୍ୟମରେ ନିବନ୍ଧନ କରି ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ।
ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାର…

Spread the love

Leave a Reply

Your email address will not be published. Required fields are marked *