- ମାଟ୍ରିକ୍ପାସ୍ ହାର_୯୫.୩୩ %
- ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ
- ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ
- ୫ ଲକ୍ଷ ୧୯ ହଜାର ୨୫୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- Cରେ ୧,୨୯,୮୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ
- Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ