- ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ
- କଟକ: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ
- ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ
- ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି
- ଆଜିଠାରୁ ସଵଜେକ୍ଟିଭ ଖାତା ଦେଖାଯିବ
- ସିସିଟିଭି କ୍ୟାମେରା ବ୍ୟବସ୍ଥା ସହ ନୀରିକ୍ଷକମାନଙ୍କୁ ମୋବାଇଲ ବାରଣ
- ମୂଲ୍ୟାୟନ ପକ୍ରିୟା ତ୍ରୁଟିଶୂନ୍ୟ କରିବାକୁ ଵୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
- ମେ’ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ପରୀକ୍ଷା ଫଳ