Header-News-Banner

ଆଧୁନିକ ଓଡ଼ିଶାର ନିର୍ମାତା , ମହାନ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି ।

0
IMG-20260305-WA0008

ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି । ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ବିତ କରିବା । ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବା ।

ଗୋବିନ୍ଦ ତ୍ରିପାଠୀ ନବରଙ୍ଗପୁର

Spread the love

Leave a Reply

Your email address will not be published. Required fields are marked *