- ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା
- ୨ ସପ୍ତାହ ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ଆମେରିକା ରାଷ୍ଟ୍ରପତି
- ହର୍ମୁଜ ପ୍ରଣାଳୀକୁ ଖୋଲିବାକୁ ଇରାନ ରାଜି ହେବା ପରେ ଯୁଦ୍ଧବିରତି
- ଇରାନର ୧୦ ସୂତ୍ରୀ ପ୍ରସ୍ତାବ ଉପରେ ଆଲୋଚନା କରାଯିବ-ଟ୍ରମ୍ପ
- ପାକିସ୍ତାନ ରାଷ୍ଟ୍ରପତି ଓ ସେନାମୁଖ୍ୟଙ୍କ ଅନୁରୋଧ ପରେ ଯୁଦ୍ଧ ଟଳିଲା